ଜାତୀୟ ଖବର କୋଭିଡ ମାମଲା ବଢୁଥିବା 6ଟି ରାଜ୍ୟକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପଠାଇଲା ସ୍ୱତନ୍ତ୍ର ଦଳ ନୂଆଦିଲ୍ଲୀ, ଏବେ ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାକୁ ଲାଗିଥିବା ବେଳେ ଓଡ଼ିଶା ସମେତ ୬ଟି ରାଜ୍ୟରେ ସଂକ୍ରମଣ କମୁନାହିଁ । ଏହାକୁ ଦୃଷ୍ଟିରେ ରଖି…