ଆଜିର ଖବର ରାଜ୍ୟ ସରକାରଙ୍କ ନିଷ୍ପତ୍ତି ନ ଆସିବା ଯାଏଁ ଦୋକାନ ବନ୍ଦ ରହିବ : ପୋଲିସ୍ କମିଶନର ଭୁବନେଶ୍ୱର: ଆଜିଠୁ ସାରା ଦେଶରେ ଦୋକାନ ଖୋଲିବା ପାଇଁ ଅନୁମତି ଦିଆଯାଇଛି । କେନ୍ଦ୍ର ଗୃହ ମନ୍ତ୍ରାଳୟ ଦୋକାନ ଖୋଲିବା ନେଇ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛି।…