ଆଜିର ଖବର ଗତ ୨ ବର୍ଷରେ ଚିଲିକା ଓ ଅଂଶୁପାର ରକ୍ଷଣାବେକ୍ଷଣ ପାଇଁ କେନ୍ଦ୍ର ସରକାର ଦେଇଛନ୍ତି ୪.୭ କୋଟି ଟଙ୍କା ନୂଆଦିଲ୍ଲୀ, ଗତ ୨ ବର୍ଷ ମଧ୍ୟରେ ମୋଦି ସରକାର ନ୍ୟାସନାଲ୍ ପ୍ଲାନ୍ ଫର୍ କନଜରଭେସନ୍ ଅଫ୍ ଆକ୍ୱାଟିକ ଇକୋସିଷ୍ଟମ (ଏନପିସିଏ) ଅଧୀନରେ ଓଡ଼ିଶାକୁ ୪.୭ କୋଟି ଟଙ୍କା…