ଆଜିର ଖବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ରର ଉତ୍ତର ରଖିଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ନୂଆଦିଲ୍ଲୀ/ସମ୍ବଲପୁର: ସମ୍ବଲପୁରରେ ଏକ ନୂତନ କେନ୍ଦ୍ର ସରକାରୀ ସ୍ୱାସ୍ଥ୍ୟ ଯୋଜନା (CGHS) ୱେଲନେସ୍ ସେଣ୍ଟର ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ସବୁପ୍ରକାର ଅନୁମୋଦନ ପ୍ରଦାନ କରି ସାରିଛନ୍ତି।…