ଆଜିର ଖବର ଚନ୍ଦ୍ରଯାନ-୪ ମିଶନକୁ କ୍ୟାବିନେଟ୍ ମଞ୍ଜୁରି: ଏଥର ଚନ୍ଦ୍ରରେ ଅବତରଣ କରି ପୃଥିବୀକୁ ଫେରିବ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଚନ୍ଦ୍ରରେ ସଫଳତାର ସହ ଅବତରଣ କରିବା ପରେ ପୃଥିବୀକୁ ଫେରିବା ପାଇଁ ଜ୍ଞାନକୌଶଳ ବିକଶିତ…