ମତାମତ ରଥଯାତ୍ରା ମନ୍ଦିର ପ୍ରଶାସନର ବ୍ୟବସାୟ ନୁହେଁ, ଏହାର ସିଧା ପ୍ରସାରଣ ଲାଗି ନିଲାମ ଡାକିବା ଏକ ନିର୍ବୋଧ ନିଷ୍ପତ୍ତି କେଦାର ମିଶ୍ର ଶେଷରେ ଆମେ କ୍ରିକେଟ ଓ ରଥଯାତ୍ରାକୁ ଗୋଟିଏ ବ୍ରାଣ୍ଡ ବୋଲି ଗ୍ରହଣ କରିନେଲୁ!କ୍ରିକେଟର ଯେମିତି ତେଲି ପ୍ରସାରଣ ଅଧିକାର ନିଲାମ ହୁଏ, ଏବେ ରଥଯାତ୍ରାର…