ଆଜିର ଖବର ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର: ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ ଭୁବନେଶ୍ୱର: ୨୦୨୯ ସୁଦ୍ଧା ଓଡ଼ିଶାକୁ ନିଶାମୁକ୍ତ କରିବା ପାଇଁ ସରକାର ସଂକଳ୍ପବଦ୍ଧ। ତେଣୁ, ପୁଲିସ୍ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ପୁଲିସିଂ ନୀତି…