ବିଶେଷ ଖବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ନିଷ୍ପତ୍ତି: ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ଭୁବନେଶ୍ବର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି…