ଆଜିର ଖବର ବାତ୍ୟା ‘ଅର୍ଣ୍ଣବ’ ପାଇଁ ଚିଲିକାରେ ୪ ଦିନ ଡଙ୍ଗା ଚଳାଚଳ ବନ୍ଦ! ପର୍ଯ୍ୟଟକଙ୍କ ଯାତାୟାତ ଉପରେ କଟକଣା ପୁରୀ: ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଚିଲିକାରେ ଡଙ୍ଗା ଚଳାଚଳ ଉପରେ କଟକଣା ଲଗାଇଛି ପୁରୀ ଜିଲ୍ଲା ପ୍ରଶାସନ। ଯାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଅକ୍ଟୋବର ୨୬ରୁ…