ଆଞ୍ଚଳିକ ଲକ୍ଡାଉନରେ ତିର୍ତ୍ତୋଲ ଅଞ୍ଚଳର ଚୋରା ମଦ ବେପାରୀଙ୍କ ପୁଷମାସ: ୨/୩ ଗୁଣା ଚଢା ଦାମରେ ବିକ୍ରି ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୁତାଣୁର ଦୃତ ସଂକ୍ରମଣରେ ବିଶ୍ୱବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ଭାରତବର୍ଷ ସହିତ ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ପଡିଛି ।…