ଆଜିର ଖବର ପ୍ରଧାନମନ୍ତ୍ରୀଙ୍କ ଆହ୍ବାନରେ ତାଳି ମାରିଲେ, ଘଣ୍ଟି ବଜାଇଲେ ମୁଖ୍ୟ ଶାସନ ସଚିବ, 5ଟି ସଚିବ ପାଣ୍ଡିୟାନ ସହିତ ଅନ୍ୟମାନେ ଭୁବନେଶ୍ବର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନରେ ଆଜି ଦେଶ ସାରା ସ୍ବାସ୍ଥ୍ୟ କର୍ମିଙ୍କୁ ତାଳିମାରି, ଘଣ୍ଟାଘଣ୍ଟି ବଜାଇ ସ୍ବାଗତ କରାଯାଇଛି। ସେହିପରି ଓଡିଶାରେ ମଧ୍ୟ ବିଭିନ୍ନ ସ୍ଥାନରେ…