ଆଜିର ଖବର ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଜଣାଶୁଣା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି । ପ୍ରଖ୍ୟାତ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଝିଅ ହେଉଛି ସୁନନ୍ଦା ।…