ଆଜିର ଖବର Cyclone Breaking: ବାତ୍ୟା ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କଲେ ରାଜ୍ୟ ସରକାର ଭୁବନେଶ୍ବର: ରାଜ୍ୟ ସରକାର ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୧୪ଟି ଜିଲ୍ଲାରେ ୩ ଦିନିଆ କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି ଘୋଷଣା କରିଛନ୍ତି । ସେହି ଜିଲ୍ଲାଗୁଡିକ…