ଆଜିର ଖବର ମିଳିଲା ସିଏମ୍ କିଷାନ୍ ଟଙ୍କା: ୪୧.୩୫ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୮୩୩ କୋଟି ଭୁବନେଶ୍ୱର: ପବିତ୍ର ଜନ୍ମାଷ୍ଟମୀ ଓ କୃଷି ଭିତ୍ତିକ ଗଣପର୍ବ ‘ନୂଆଁଖାଇ’ର ଅବ୍ୟବହିତ ପୂର୍ବରୁ ରାଜ୍ୟର ଅଗଣିତ ଚାଷୀ ଭାଇ ଓ ଭଉଣୀମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି…