ଜାତୀୟ ଖବର ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ହଲଚଲ ବୃଦ୍ଧି ପାଇଛି। ବଙ୍ଗଳା ରାଜ୍ୟପାଳ ସିଭି ଆନନ୍ଦ ବୋଷ ଇସ୍ତଫା ଦେଇଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗ…