ଆଜିର ଖବର ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ କୋଲକାତା: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ତାରାତାଲା ଅଞ୍ଚଳରେ ବୁଧବାର ଏକ ନିର୍ମାଣାଧୀନ ଗୋଦାମ ହଠାତ୍ ଭୁଶୁଡ଼ି ପଡ଼ିବାରୁ ବଡ଼ ଧରଣର ଅଘଟଣ ଘଟିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ…