ଆଜିର ଖବର ବାତ୍ୟା ପାଇଁ କୌଣସି ଭୟଭୀତ ନ ହେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ନିବେଦନ ସାମୁଦ୍ରିକ ଝଡ଼ ‘ଫାନି’ରେ ଭୟଭୀତ ନହେବା ପାଇଁ ରାଜ୍ୟବାସୀଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି କହିଛନ୍ତି। ପ୍ରତ୍ୟେକ ଜୀବନ ମୂଲ୍ୟବାନ ଏବଂ ଧନଜୀବନର ସୁରକ୍ଷା…