ଆଜିର ଖବର କମଲନାଥଙ୍କ ଆଇଟମ୍ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଲେ ରାହୁଲ୍ ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଆଇଟମ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାହୁଲ ଗାନ୍ଧୀ । ଦୁଇ ଦିନର ନୀରବତା ପରେ କମଲନାଥଙ୍କ ଏଭଳି…