ଜାତୀୟ ଖବର ନୂଆ ବର୍ଷ ଆରମ୍ଭରୁ ବାଜିଲା ସତର୍କ ଘଣ୍ଟି, ଡି.ଆଇ.ଜି.ଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଭୁବନେଶ୍ବର, ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି., ଜଣେ…