ଆଜିର ଖବର TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ଚାଲିଥିବା ବିବାଦ ଏବେ ଦିଲ୍ଲୀର ରାଜନୀତିକୁ ମଧ୍ୟ ଗରମ କରିଛି। ରାହୁଲ ଗାନ୍ଧୀ BJP…