Congress Office

ନୂଆଦିଲ୍ଲୀ: କଂଗ୍ରେସ କେନ୍ଦ୍ରୀୟ କାର୍ଯ୍ୟାଳୟ 9A କୋଟଲା ରୋଡ୍, ନୂଆଦିଲ୍ଲୀକୁ ଆଜି  ସ୍ଥାନାନ୍ତରିତ କରିଛି। ଆଗରୁ 47 ବର୍ଷ ଧରି 24 ଆକବର ରୋଡରେଏହି କାର୍ଯ୍ୟାଳୟ ଚାଲିଥିଲା।…