ଆଜିର ଖବର ପାର୍ବଣ ପୂର୍ବରୁ ଖାଦ୍ୟ ତେଲ ଉପରେ ବଡ଼ ନିଷ୍ପତ୍ତି: ଆମଦାନୀ ଶୁଳ୍କ କମାଇଲେ ସରକାର; ଶସ୍ତା ହେବ କି ତେଲ? ନୂଆଦିଲ୍ଲୀ: ପାର୍ବଣ ଋତୁ ପୂର୍ବରୁ ଖାଇବା ତେଲକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି। କିଛି ପ୍ରମୁଖ ଖାଦ୍ୟ ତେଲ ଉପରେ ଆମଦାନୀ ଶୁଳ୍କ ହ୍ରାସ କରାଯାଇଛି। ନୂଆ…