ବିଶେଷ ଖବର ରାଜ୍ୟରେ ପର୍ଯ୍ୟାୟ କ୍ରମେ ଖୋଲିବ ଲକ ଡାଉନ, ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଦେଲେ ସୂଚନା ଭୁବନେଶ୍ବର, ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସମୀକ୍ଷା ବୈଠକ କରିଥିଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ରାଜ୍ୟରେ…