Categories
ଆଜିର ଖବର ଜାତୀୟ ଖବର

ରାଜ୍ୟରେ ଆଜି ୧ ହଜାର ୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୯୬ ଜଣ ଚିହ୍ନଟ ହୋଇଥିବାବେଳେ ୫୭୬ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୪୦କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୮୫ ହଜାର ୧୭୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୫୦୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୯୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୩୭୨ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୪୫ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୮୧, ବାଲେଶ୍ବରରୁ ୩୧, ବରଗଡରୁ ୪୦, ଭଦ୍ରକରୁ ୩୧, ବଲାଙ୍ଗିରରୁ ୪୦, ବୌଦ୍ଧରୁ ୨, କଟକରୁ ୧୨୧,  ଦେବଗଡରୁ ୮,  ଢେଙ୍କାନାଳରୁ ୨୫, ଗଜପତିରୁ ୪, ଗଞ୍ଜାମରୁ ୨୧, ଜଗତସିଂହପୁରରୁ  ୭୦, ଯାଜପୁରରୁ ୩୪, ଝାରସୁଗୁଡାରୁ ୩୩, କଳାହାଣ୍ଡିରୁ ୪୦, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୬୫, କେଉଁଝରରୁ ୪୦, କୋରାପୁଟରୁ ୨୦, ମାଲକାନଗିରିରୁ ୨୦,  ମୟୂରଭଞ୍ଜରୁ ୭୮, ନବରଙ୍ଗପୁରରୁ ୨୬, ନୟାଗଡରୁ ୩୨, ନୂଆପଡାରୁ ୧୦୮, ପୁରୀରୁ ୫୩, ରାୟଗଡାରୁ ୧୧,  ସମ୍ବଲପୁରରୁ ୩୭, ସୋନପୁରରୁ ୧୯,  ସୁନ୍ଦରଗଡରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୬୪୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୬୪୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୮୨ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୪୯, ଜଗତସିଂହପୁରରୁ ୧୨୨, କଟକରୁ ୧୦୯, ଅନୁଗୁଳରୁ ୮୪, ସୁନ୍ଦରଗଡରୁ ୮୩, ବଲାଙ୍ଗିରିରୁ ୭୮, ବାଲେଶ୍ବରରୁ ୭୬, କେନ୍ଦ୍ରାପଡାରୁ ୬୩, କେନ୍ଦୁଝରରୁ ୫୬, ମାଲକାନଗିରିରୁ ୫୪, କୋରାପୁଟରୁ ୫୧, କଳାହାଣ୍ଡିରୁ ୪୮, ନୂଆପଡାରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୨, ବରଗଡରୁ ୩୯, ନୟାଗଡରୁ ୩୩, ଢେଙ୍କାନାଳରୁ ୩୨, ଗଞ୍ଜାମରୁ ୩୨, ଝାରସୁଗୁଡାରୁ ୩୨, ସମ୍ବଲପୁରରୁ ୨୯, ଭଦ୍ରକରୁ ୨୫, ଯାଜପୁରରୁ ୨୨, ସୋନପୁରରୁ ୧୮, ବୌଦ୍ଧରୁ ୧୭, ଦେବଗଡ଼ରୁ ୧୩, କନ୍ଧମାଳରୁ ୧୨, ରାୟଗଡାରୁ ୮, ଗଜପତି ରୁ ୪ ଏବଂ ଷ୍ଟେଟ ପୁଲରୁ ୩୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୫ ହଜାର ୧୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୭୬୮ ମଧ୍ୟରୁ ୧୨ ହଜାର ୧୪୮ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୯୩ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ଭୁବନେଶ୍ୱର ମହାନଗରରୁ ୬୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ଭୁବନେଶ୍ୱରରୁ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୮ ଜଣ ଲୋକାଲ କେସ ଅଛନ୍ତି। ସେହିଭଳି ଆଜି ୯୧ ଜଣ କରୋନା ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ।

ଭୁବନେଶ୍ୱରରୁ ମୋଟ ୨୯ ହଜାର ୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ ହଜାର ୪୮୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ୮୯୯ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୭୭ ଜଣଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧ ହଜାର ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୬୭ ଜଣ ଚିହ୍ନଟ ହୋଇଥିବାବେଳେ ୬୨୭ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ହଜାର ୭୬୮କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୮୩ ହଜାର ୫୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୭୮୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୭୮ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୪୯୪ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୫୩ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୮୩, ବାଲେଶ୍ବରରୁ ୧୦୨, ବରଗଡରୁ ୫୪, ଭଦ୍ରକରୁ ୧୯, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୧୬, କଟକରୁ ୧୧୨,  ଦେବଗଡରୁ ୫,  ଢେଙ୍କାନାଳରୁ ୨୮, ଗଜପତିରୁ ୬, ଗଞ୍ଜାମରୁ ୨୬, ଜଗତସିଂହପୁରରୁ  ୬୦, ଯାଜପୁରରୁ ୩୭, ଝାରସୁଗୁଡାରୁ ୩୮, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୧୨, କେନ୍ଦ୍ରାପଡାରୁ ୫୬, କେଉଁଝରରୁ ୬୯, କୋରାପୁଟରୁ ୨୧, ମାଲକାନଗିରିରୁ ୧୮,  ମୟୂରଭଞ୍ଜରୁ ୯୩, ନବରଙ୍ଗପୁରରୁ ୩୨, ନୟାଗଡରୁ ୩୪, ନୂଆପଡାରୁ ୫୫, ପୁରୀରୁ ୬୩, ରାୟଗଡାରୁ ୧୧,  ସମ୍ବଲପୁରରୁ ୩୯, ସୋନପୁରରୁ ୧୨,  ସୁନ୍ଦରଗଡରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ଜାତୀୟ ଖବର

ଗତ 24 ଘଣ୍ଟାରେ ଦେଶରେ 50 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, 704 ମୃତ

ନୂଆଦିଲ୍ଲୀ : ଗତ 24 ଘଣ୍ଟା ମଧ୍ୟରେ ଦେଶରେ 50 ହଜାରରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଜି 50 ହଜାର 209ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ 704ଜଣଙ୍କ ମୃତ୍ୟୁ ହୋଇଯାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 83 ଲକ୍ଷ 64 ହଜାର 86ରେ ପହଞ୍ଚିଛି । ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 1 ଲକ୍ଷ 24 ହଜାର 315କୁ ବୃଦ୍ଧି ହୋଇଛି । ତେବେ ଦେଶରେ ଲଗାତର ଭାବେ ସୁସ୍ଥଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା 77 ଲକ୍ଷ 11 ହଜାର 809ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ 55 ଜହାର 331 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଆକ୍ଟିଭ୍‌ କେସ୍‌ 6ଲକ୍ଷ ତଳେ ରହିଛି । ସେହିପରି ଦେଶରେ ଗତ କାଲି ସୁଦ୍ଧା ମୋଟ୍‌ 11 କୋଟି 42 ଲକ୍ଷ 8 ହଜାର 384 ଟି ନମୁନା ପରୀକ୍ଷଣ ହୋଇଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧ ହଜାର ୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୯୭ ଜଣ ଚିହ୍ନଟ ହୋଇଥିବାବେଳେ ୫୦୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୪ ହଜାର ୪୧୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୭୯ ହଜାର ୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୯୧୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୪୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୨୦୧ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୯, ବାଲେଶ୍ବରରୁ ୪୮, ବରଗଡରୁ ୫୮, ଭଦ୍ରକରୁ ୨୭, ବଲାଙ୍ଗିରରୁ ୫୨, ବୌଦ୍ଧରୁ ୮, କଟକରୁ ୬୯,  ଦେବଗଡରୁ ୫,  ଢେଙ୍କାନାଳରୁ ୧୪, ଗଜପତିରୁ ୨, ଗଞ୍ଜାମରୁ ୬୧, ଜଗତସିଂହପୁରରୁ  ୭୩, ଯାଜପୁରରୁ ୨୮, ଝାରସୁଗୁଡାରୁ ୩୫, କଳାହାଣ୍ଡିରୁ ୨୬, କନ୍ଧମାଳରୁ ୯, କେନ୍ଦ୍ରାପଡାରୁ ୪୩, କେଉଁଝରରୁ ୩୨, କୋରାପୁଟରୁ ୨୮, ମାଲକାନଗିରିରୁ ୩୦,  ମୟୂରଭଞ୍ଜରୁ ୭୩, ନବରଙ୍ଗପୁରରୁ ୨୪, ନୟାଗଡରୁ ୧୪, ନୂଆପଡାରୁ ୫୭, ପୁରୀରୁ ୪୩, ରାୟଗଡାରୁ ୧୫,  ସମ୍ବଲପୁରରୁ ୩୧, ସୋନପୁରରୁ ୨୪,  ସୁନ୍ଦରଗଡରୁ ୬୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧ ହଜାର ୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୯୮ ଜଣ ଚିହ୍ନଟ ହୋଇଥିବାବେଳେ ୫୯୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୩ ହଜାର ୨୧୪କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୭୭ ହଜାର ୫୬୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪ ହଜାର ୨୫୭ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୨୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୩୮୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୪୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୬୯, ବାଲେଶ୍ବରରୁ ୫୯, ବରଗଡରୁ ୭୧, ଭଦ୍ରକରୁ ୫୨, ବଲାଙ୍ଗିରରୁ ୭୦, ବୌଦ୍ଧରୁ ୭, କଟକରୁ ୧୦୧,  ଦେବଗଡରୁ ୯,  ଢେଙ୍କାନାଳରୁ ୨୦, ଗଜପତିରୁ ୪, ଗଞ୍ଜାମରୁ ୧୧, ଜଗତସିଂହପୁରରୁ  ୫୩, ଯାଜପୁରରୁ ୪୬, ଝାରସୁଗୁଡାରୁ ୩୫, କଳାହାଣ୍ଡିରୁ ୨୭, କନ୍ଧମାଳରୁ ୧୮, କେନ୍ଦ୍ରାପଡାରୁ ୮୦, କେଉଁଝରରୁ ୪୯, କୋରାପୁଟରୁ ୧୩, ମାଲକାନଗିରିରୁ ୨୫,  ମୟୂରଭଞ୍ଜରୁ ୫୫, ନବରଙ୍ଗପୁରରୁ ୨୪, ନୟାଗଡରୁ ୨୨, ନୂଆପଡାରୁ ୫୯, ପୁରୀରୁ ୫୮, ରାୟଗଡାରୁ ୧୦,  ସମ୍ବଲପୁରରୁ ୩୪, ସୋନପୁରରୁ ୩୫,  ସୁନ୍ଦରଗଡରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୧ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧ ହଜାର ୭୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୭୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୮୫ ଜଣ ଚିହ୍ନଟ ହୋଇଥିବାବେଳେ ୭୨୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୧ ହଜାର ୮୨୫କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୭୫ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪ ହଜାର ୬୯୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୨୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୭୦୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୭୯, ବାଲେଶ୍ବରରୁ ୬୧, ବରଗଡରୁ ୯୯, ଭଦ୍ରକରୁ ୧୧, ବଲାଙ୍ଗିରରୁ ୫୩, ବୌଦ୍ଧରୁ ୧୮, କଟକରୁ ୧୧୫,  ଦେବଗଡରୁ ୯,  ଢେଙ୍କାନାଳରୁ ୬୪, ଗଜପତିରୁ ୪, ଗଞ୍ଜାମରୁ ୧୯, ଜଗତସିଂହପୁରରୁ  ୬୮, ଯାଜପୁରରୁ ୪୧, ଝାରସୁଗୁଡାରୁ ୨୮, କଳାହାଣ୍ଡିରୁ ୭୨, କନ୍ଧମାଳରୁ ୨୦, କେନ୍ଦ୍ରାପଡାରୁ ୫୦, କେଉଁଝରରୁ ୭୨, କୋରାପୁଟରୁ ୩୮, ମାଲକାନଗିରିରୁ ୩୯,  ମୟୂରଭଞ୍ଜରୁ ୧୨୧, ନବରଙ୍ଗପୁରରୁ ୨୬, ନୟାଗଡରୁ ୨୯, ନୂଆପଡାରୁ ୮୬, ପୁରୀରୁ ୫୮, ରାୟଗଡାରୁ ୧୬,  ସମ୍ବଲପୁରରୁ ୪୩, ସୋନପୁରରୁ ୭, ସୁନ୍ଦରଗଡରୁ ୧୦୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୫ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ଜାତୀୟ ଖବର

ଗତ 24 ଘଣ୍‌ଟାରେ 48 ହଜାର 268 ଆକ୍ରାନ୍ତ ଚିହ୍ନଟ, 551 ମୃତ

ନୂଆଦିଲ୍ଲୀ : ଗତ 24 ଘଣ୍‌ଟାରେ ଦେଶରେ 48 ହଜାର 268ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 551 ଜଣଙ୍କର ମୃତ୍ୟୁ ହୋଇଛି ।  ଦେଶରେ କରୋନା ମୃତ୍ୟୁ ସଂଖ୍ୟା 1 ଲକ୍ଷ 21 ହଜାର 641କୁ ବୃଦ୍ଧି ।ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 81 ଲକ୍ଷ 37 ହଜାର 119କୁ ବୃଦ୍ଧି ହୋଇଛି । ଏବେ ସୁଦ୍ଧା ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 5 ଲକ୍ଷ 82 ହଜାର 649 ରହିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 74 ଲକ୍ଷ 32 ହଜାର 829 ରହିଥିବାର ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ।

ଦୀର୍ଘ ସମୟ ପରେ ଗତ 24 ଘଣ୍ଟା ମଧ୍ୟରେ ଝାଡଖଣ୍ଡରେ ଗୋଟିଏ ବି କରୋନା ଜନିତ ମୃତ୍ୟୁ ହୋଇନାହିଁ । ରାଜ୍ୟରେ ମୃତକଙ୍କ ସଂଖ୍ୟା ସ୍ଥିର ରହିଛି । ଝାଡଖଣ୍ଡରେ 883ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ନୂତନ 323 ମାମଲା ସାମ୍ନାକୁ ଆସିଛି । ଝାରଖଣ୍ଡରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 101287 ରହିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 95208 ରହିଛି ।  ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ 50 ପ୍ରତିଶତ ଆଣ୍ଟିବଡି ସୃଷ୍ଟି ହୋଇଥିବାର ସୂଚନା ଦେଇଛି ଆଇଏମ୍‌ଆରସି । (ଏଜେନ୍ସି)

Categories
ଆଜିର ଖବର ଜାତୀୟ ଖବର

ଗତ 24 ଘଣ୍ଟା ମଧ୍ୟରେ 49 ହଜାର 881 ନୂତନ ଆକ୍ରାନ୍ତ ଚିହ୍ନଟ, 517 ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଆଜି 80 ଲକ୍ଷ ପାର କରିଛି ମୋଟ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା। ଗତ 24 ଘଣ୍ଟା ମଧ୍ୟରେ 49 ହଜାର 881 ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବାବେଳେ 517 ଜଣଙ୍କ ଜୀବନ ଯାଇଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 80 ଲକ୍ଷ 40  ହଜାର 203କୁ ବୃଦ୍ଧି ପାଇଛି। ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1 ଲକ୍ଷ 20 ହଜାର 527 ଛୁଇଁଛି। ଦେଶରେ ମୃତ୍ୟୁହାର ରହିଛି 1.50%। ଏବେ ଦେଶରେ ଚିକିତ୍ସାଧୀନ ଅଛନ୍ତି 6 ଲକ୍ଷ 3 ହଜାର 687 ଜଣ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି 56 ହଜାର 480 ଆକ୍ରାନ୍ତ । ମୋଟ୍ ସୁସ୍ଥ ସଂଖ୍ୟା 73 ଲକ୍ଷ 15 ହଜାର 989କୁ ବୃଦ୍ଧି ପାଇଛି । ଏବେସୁଦ୍ଧା ଆରୋଗ୍ୟ ହାର ରହିଛି 90.99%। (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀରୁ 182 କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 276

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି 182 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ନୂତନ 182 ଆକ୍ରାନ୍ତଙ୍କ ମଧ୍ୟରୁ 44 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ 138ଜଣ ରହିଛନ୍ତି ବୋଲି ବିଏମସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

ସେହିପରି ଆଜି ରାଜଧାନୀରୁ 276 ଜଣ ସୁସ୍ଥ ହୋଇଛନ୍ତି । ନୂତନ ଚିହ୍ନଟ 182 କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିଙ୍କ ସଂଖ୍ୟା 28 ହଜାର 481ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 25 ହଜାର 895ଜଣ । ସେହିପରି 150ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା 2ହଜାର415ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

Categories
ଅନ୍ତରାଷ୍ଟ୍ରୀୟ ଜାତୀୟ ଖବର ବିଶେଷ ଖବର

ଏକ ମାଇଲଖୁଣ୍ଟ ଅତିକ୍ରମ କଲା ଭାରତ, ପ୍ରଥମ ଥର ପାଇଁ ଦୁଇ ମାସ ମଧ୍ୟରେ ସକ୍ରିୟ କରୋନା ମାମଲା ୭ ଲକ୍ଷ ତଳେ ରହିଛି

ନୂଆଦିଲ୍ଲୀ, କୋଭିଡ ବିରୋଧରେ ଲଢ଼େଇରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି । ଦୁଇ ମାସ ମଧ୍ୟରେ ପ୍ରଥମ ଥର ପାଇଁ ଦେଶରେ ସକ୍ରିୟ ମାମଲା ୭ ଲକ୍ଷରୁ କମ୍ ରହିଛି । ପୂର୍ବରୁ ଅଗଷ୍ଟ ୨୨ ତାରିଖରେ ସକ୍ରିୟ ମାମଲା ୭ ଲକ୍ଷ (୬,୯୭,୩୩୦)ରୁ ତଳେ ରହିଥିଲା ।

ଦେଶରେ ଆଜି ମୋଟ ସକ୍ରିୟ ମାମଲାର ସଂଖ୍ୟା ରହିଛି ୬,୯୫,୫୦୯ । ଏହା ମୋଟ ପଜିଟିଭ୍ ମାମଲାର ୮.୯୬% ରହିଛି । ପ୍ରତିଦିନ ଅଧିକରୁ ଅଧିକ କୋଭିଡ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି ଏବଂ ମୃତ୍ୟୁ ହାର କ୍ରମେ ହ୍ରାସ ପାଇବାରେ ଲାଗିଛି । ଭାରତରେ ସକ୍ରିୟ ମାମଲା ମଧ୍ୟ ହ୍ରାସ ପାଇ ଚାଲିଛି ।

ଭାରତରେ ସୁସ୍ଥତା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ମୋଟ ସୁସ୍ଥଙ୍କ ସଂଖ୍ୟା ପ୍ରାୟ ୭୦ ଲକ୍ଷ (୬୯,୪୮,୪୯୭) ହୋଇଛି । ସକ୍ରିୟ ମାମଲା ଏବଂ ସୁସ୍ଥ ସଂଖ୍ୟା ମଧ୍ୟରେ ପାର୍ଥକ୍ୟ ମଧ୍ୟ କ୍ରମେ ବୃଦ୍ଧି ପାଇ ୬୨,୫୨,୯୮୮ ହୋଇଛି । ସୁସ୍ଥ ସଂଖ୍ୟା ସକ୍ରିୟ ମାମଲାର ପ୍ରାୟ ୧୦ ଗୁଣ ହୋଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୭୩,୯୭୯ ଜଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହୋଇଥିବା ବେଳେ ୫୪,୩୬୬ ନୂଆ ପଜିଟିଭ୍ ମାମଲା ସାମନାକୁ ଆସିଛି । ଜାତୀୟ ସୁସ୍ଥତା ହାର ୮୯.୫୩%କୁ ବୃଦ୍ଧି ପାଇଛି ।

ଦେଶବ୍ୟାପୀ ହସପିଟାଲରେ ଭିତ୍ତିଭୂମିରେ ବିକାଶ, କେନ୍ଦ୍ର ଦ୍ୱାରା ନିର୍ଦ୍ଧାରିତ ଚିକିତ୍ସା ପ୍ରଣାଳୀକୁ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ଗ୍ରହଣ କରିବା, ଡାକ୍ତର, ପାରାମେଡିକ୍ ଏବଂ ଆଗଧାଡ଼ିର ସ୍ୱାସ୍ଥ୍ୟକର୍ମୀମାନଙ୍କ ଉତ୍ସର୍ଗୀକୃତ ମନୋଭାବ ଯୋଗୁ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି ଏବଂ ମୃତ୍ୟୁହାର ହ୍ରାସ ପାଉଛି । ଆଜି ଏହା ୧.୫୧% ରହିଛି । ଏହାଦ୍ୱାରା ସକ୍ରିୟ ମାମଲା ମଧ୍ୟ ହ୍ରାସ ପାଇଚାଲିଛି ।

୨୪ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ସକ୍ରିୟ ମାମଲା ୨୦ ହଜାରରୁ କମ୍ ରହିଛି ।
ନୂଆ ସୁସ୍ଥଙ୍କ ମଧ୍ୟରୁ ୮୧% କେବଳ ୧୦ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ଆସିଛନ୍ତି । ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧୬ ହଜାରରୁ ଅଧିକ ସୁସ୍ଥ ହୋଇଛନ୍ତି । ଏହା ପଛକୁ କର୍ଣ୍ଣାଟକରେ ୧୩ ହଜାରରୁ ଅଧିକ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪,୩୬୬ଟି ନୂଆ ପଜିଟିଭ୍ ମାମଲା ସାମନାକୁ ଆସିଛି ।

ତନ୍ମଧ୍ୟରୁ ୭୮% ୧୦ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ଆସିଛି । ମହାରାଷ୍ଟ୍ର ଓ କେରଳରୁ ସର୍ବାଧିକ ୭ ହଜାରରୁ ଅଧିକ ମାମଲା ଆସିଥିବା ବେଳେ ଏହା ପଛକୁ କର୍ଣ୍ଣାଟକରୁ ୫ ହଜାରରୁ ଅଧିକ ମାମଲା ଆସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୯୦ ଜଣଙ୍କର ମୃତ୍ୟୁ ଘଟିଛି । ଏଥିରୁ ୮୧% ୧୦ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ହୋଇଛି । ମହାରାଷ୍ଟ୍ରରେ ଏହି ଦିନରେ ସର୍ବାଧିକ  ୧୯୮ ଜଣଙ୍କର  ତ୍ମୃତ୍ୟୁ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ଆଉ ୧ ହଜାର ୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୩୧ ଜଣ ଚିହ୍ନଟ ହୋଇଥିବାବେଳେ ୭୬୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୫୭ ହଜାର ୪୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ହଜାର ୫୭୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୯୬ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୭୯୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୭, ବାଲେଶ୍ବରରୁ ୪୦, ବରଗଡରୁ ୬୧, ଭଦ୍ରକରୁ ୬୮, ବଲାଙ୍ଗିରରୁ ୭୬, ବୌଦ୍ଧରୁ ୪, କଟକରୁ ୧୬୦,  ଦେବଗଡରୁ ୮,  ଢେଙ୍କାନାଳରୁ ୨୨, ଗଜପତିରୁ ୧୧, ଗଞ୍ଜାମରୁ ୧୬, ଜଗତସିଂହପୁରରୁ  ୫୨, ଯାଜପୁରରୁ ୭୬, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୪୫, କନ୍ଧମାଳରୁ ୨୦, କେନ୍ଦ୍ରାପଡାରୁ ୬୧, କେଉଁଝରରୁ ୬୩, କୋରାପୁଟରୁ ୩୪, ମାଲକାନଗିରିରୁ ୩୪,  ମୟୂରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୫, ନୟାଗଡରୁ ୩୪, ନୂଆପଡାରୁ ୮୪, ପୁରୀରୁ ୮୨, ରାୟଗଡାରୁ ୧୪,  ସମ୍ବଲପୁରରୁ ୪୦, ସୋନପୁରରୁ ୮, ସୁନ୍ଦରଗଡରୁ ୯୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୪୪ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

 

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧୯୧୩ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୦୯ ଜଣ ଚିହ୍ନଟ ହୋଇଥିବାବେଳେ ୮୦୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ହଜାର ୯୪କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୫୪ ହଜାର ୯୧୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ହଜାର ୯୩୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୮୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୯୧୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୬, ବାଲେଶ୍ବରରୁ ୭୩, ବରଗଡରୁ ୬୩, ଭଦ୍ରକରୁ ୪୬, ବଲାଙ୍ଗିରରୁ ୬୩, ବୌଦ୍ଧରୁ ୧୨, କଟକରୁ ୧୫୦,  ଦେବଗଡରୁ ୫,  ଢେଙ୍କାନାଳରୁ ୪୮, ଗଜପତିରୁ ୪, ଗଞ୍ଜାମରୁ ୨୮, ଜଗତସିଂହପୁରରୁ ୯୯, ଯାଜପୁରରୁ ୭୨, ଝାରସୁଗୁଡାରୁ ୪୮, କଳାହାଣ୍ଡିରୁ ୮୨, କନ୍ଧମାଳରୁ ୪୮, କେନ୍ଦ୍ରାପଡାରୁ ୫୧, କେଉଁଝରରୁ ୭୪, କୋରାପୁଟରୁ ୫୪, ମାଲକାନଗିରିରୁ ୧୬,  ମୟୂରଭଞ୍ଜରୁ ୯୨, ନବରଙ୍ଗପୁରରୁ ୪୧, ନୟାଗଡରୁ ୩୩, ନୂଆପଡାରୁ ୬୩, ପୁରୀରୁ ୫୫, ରାୟଗଡାରୁ 14,  ସମ୍ବଲପୁରରୁ ୫୦, ସୋନପୁରରୁ ୨୦, ସୁନ୍ଦରଗଡରୁ ୯୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୫୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1168କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ  4ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ 3 ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ନୂଆପଡାରୁ 2 ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ଭଦ୍ରକ,ଝାରସୁଗୁଡା ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୃତକଙ୍କ ସଂଖ୍ୟା 1168କୁ ବୃଦ୍ଧି ହୋଇଛି ।

ମୟୂରଭଞ୍ଜରୁ 60 ବର୍ଷୀୟ ମହିଳା, 30 ବର୍ଷୀୟ ମହିଳା, 72 ବର୍ଷୀୟ ଦୁଇଜଣ ପୁରୁଷଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ଆଜି ତିନି ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଭୁବନେଶ୍ବରର ବୋଲି ସୂଚନା ରହିଛି । ଭୁବନେଶ୍ବରରୁ ଜଣେ 58 ବର୍ଷୀୟ ପୁରୁଷ ଓ 72ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଖୋର୍ଦ୍ଧାର 72 ବର୍ଷୀୟ ମହିଳା ଆକ୍ରାନ୍ତ ରହିଛନ୍ତି ।  କଳାହାଣ୍ଡିର ତିନି ମୃତକଙ୍କ ବୟସ ଯଥାକ୍ରମେ 72, 24, 60 ବର୍ଷ । ନୂଆପଡାରୁ74 ବର୍ଷୀୟ ପୁରୁଷ, 48 ବର୍ଷୀୟ ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ସେହିପରି ଝାରସୁଗୁଡାରୁ 40 ବର୍ଷୀୟ ଆକ୍ରାନ୍ତ,ଭଦ୍ରକରୁ 60 ବର୍ଷୀୟ ଆକ୍ରାନ୍ତ, କଟକରୁ 59 ବର୍ଷୀୟ ଆକ୍ରାନ୍ତ, କେନ୍ଦ୍ରାପଡାରୁ 82ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

 

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧୯୦୪ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୯୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୧୫ ଜଣ ଚିହ୍ନଟ ହୋଇଥିବାବେଳେ ୭୮୯ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୨ହଜାର ୨୫୦କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୪୯ ହଜାର ୫୭୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨ହଜାର ୩୦୪ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୫୨ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୯୮୨ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୯, ବାଲେଶ୍ବରରୁ ୯୦, ବରଗଡରୁ ୩୫, ଭଦ୍ରକରୁ ୧୯, ବଲାଙ୍ଗିରରୁ ୬୬, ବୌଦ୍ଧରୁ ୨୪, କଟକରୁ ୧୧୧,  ଦେବଗଡରୁ ୨୧,  ଢେଙ୍କାନାଳରୁ ୫୦, ଗଜପତିରୁ ୨, ଗଞ୍ଜାମରୁ ୩୯, ଜଗତସିଂହପୁରରୁ ୭୩, ଯାଜପୁରରୁ ୪୯, ଝାରସୁଗୁଡାରୁ ୫୧, କଳାହାଣ୍ଡିରୁ ୭୬, କନ୍ଧମାଳରୁ ୧୮, କେନ୍ଦ୍ରାପଡାରୁ ୧୦୬, କେଉଁଝରରୁ ୫୬, କୋରାପୁଟରୁ ୩୬, ମାଲକାନଗିରିରୁ ୩୦,  ମୟୂରଭଞ୍ଜରୁ ୯୩, ନବରଙ୍ଗପୁରରୁ ୪୩, ନୟାଗଡରୁ ୩୨, ନୂଆପଡାରୁ ୧୨୮, ପୁରୀରୁ ୪୯, ରାୟଗଡାରୁ ୧୭,  ସମ୍ବଲପୁରରୁ ୪୪, ସୋନପୁରରୁ ୭୩, ସୁନ୍ଦରଗଡରୁ ୧୦୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୪୩ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୨ ହଜାର ୪୭୦କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ୨ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୬୨ ଜଣ ଚିହ୍ନଟ ହୋଇଥିବାବେଳେ ୧୦୦୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୨ହଜାର ୦୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୩୫ ହଜାର ୭୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫ ହଜାର ୧୦୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୦୮୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୨ ହଜାର ୪୭୦ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୭୦, ବାଲେଶ୍ବରରୁ ୧୦୬, ବରଗଡରୁ ୬୯, ଭଦ୍ରକରୁ ୬୭, ବଲାଙ୍ଗିରରୁ ୯୧, ବୌଦ୍ଧରୁ ୭୦, କଟକରୁ ୧୮୬, ଦେବଗଡରୁ ୧୨, ଢେଙ୍କାନାଳରୁ ୫୦, ଗଜପତିରୁ ୯, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୬୪, ଯାଜପୁରରୁ ୭୨, ଝାରସୁଗୁଡାରୁ ୫୪, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୪୨, କେନ୍ଦ୍ରାପଡାରୁ ୮୭, କେଉଁଝରରୁ ୪୨, କୋରାପୁଟରୁ ୩୨, ମାଲକାନଗିରିରୁ ୩୦,  ମୟୂରଭଞ୍ଜରୁ ୧୩୪, ନବରଙ୍ଗପୁରରୁ ୫୮, ନୟାଗଡରୁ ୨୩, ନୂଆପଡାରୁ ୮୫, ପୁରୀରୁ ୮୭, ରାୟଗଡାରୁ ୩୧,  ସମ୍ବଲପୁରରୁ ୫୪, ସୋନପୁରରୁ ୫୩, ସୁନ୍ଦରଗଡରୁ ୧୬୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୭୨ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ 2796 ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ 2796 ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ 582 ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ 179 ଜଣ, ଯାଜପୁରରୁ 148,   ଅନୁଗୁଳରୁ 135, ପୁରୀରୁ 127 ଜଣ, ନବରଙ୍ଗପୁରରୁ 120, ବଲାଙ୍ଗିରରୁ 107ଜଣ, ସମ୍ବଲପୁରରୁ 106 ଜଣ, କେନ୍ଦ୍ରାପଡାରୁ 102 ଜଣ, ବରଗଡ ଓ ନୂଆପଡାରୁ 97 ଜଣ ଲେଖାଏଁ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ 96ଜଣ, ସୁନ୍ଦରଗଡରୁ 77ଜଣ, କଳାହାଣ୍ଡିରୁ 76 ଜଣ, ବାଲେଶ୍ବରରୁ 75 ଜଣ, ସୋନପୁରରୁ 71 ଜଣ, ଜଗତସିଂହପୁରରୁ 52 ଜଣ, କନ୍ଧମାଳରୁ 50 ଜଣ, କୋରାପୁଟରୁ 47 ଜଣ, ଭଦ୍ରକରୁ 42 ଜଣ, କେଉଁଝରରୁ 41 ଜଣ, ମାଲ୍‌କାନଗିରିରୁ 41 ଜଣ, ନୟାଗଡରୁ 37 ଜଣ, ଗଞ୍ଜାମରୁ ଚ34 ଜଣ, ଢେଙ୍କାନାଳରୁ 33 ଜଣ, ଝାରସୁଗୁଡାରୁ 31 ଜଣ, ଦେବଗଡରୁ 17 ଜଣ, ଗଜପତିରୁ 17 ଜଣ, ବୌଦ୍ଧରୁ 5 ଜଣ, ରାୟଗଡାରୁ 4 ଜଣ ଓ ଷ୍ଟେଟ ପୁଲରୁ 150 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ 2 ଲକ୍ଷ 32 ହଜାର 988 ଜଣ ସୁସ୍ଥ ହୋଇଘରକୁ ଫେରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର

60 ହଜାର ତଳକୁ ଖସିଲା ଦୈନିକ ସଂକ୍ରମିତ ସଂଖ୍ୟା: ଗତ 24 ଘଣ୍ଟାରେ 55 ହଜାର 342 ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମିଛି। ପ୍ରାୟ ଦୁଇ ମାସ ପରେ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା 60 ହଜାରରୁ କମ୍‌ ରହିଛି। ଗତ24 ଘଣ୍ଟାରେ ସାରା ଦେଶରୁ 55 ହଜାର 342 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 706ଜଣ ମୃତ୍ୟୁବରଣ କରିଛନ୍ତି। ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା 71ଲକ୍ଷ 75 ହଜାର 881କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ସର୍ବମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା 1 ଲକ୍ଷ 9 ହଜାର 856ରେ ପହଞ୍ଚିଛି। ଦେଶରେ ସୁସ୍ଥ ହାର କ୍ରମାଗତ ଭାବରେ ବଢି ଚାଲିଛି। ଏବେସୁଦ୍ଧା ଦେଶରେ 62 ଲକ୍ଷ 27 ହଜାର 296ଜଣ ସୁସ୍ଥ ହୋଇଥିବାବେଳେ 8 ଲକ୍ଷ 38 ହଜାର 729ଟି ସକ୍ରିୟ ମାମଲା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 290 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 352

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 2906ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 290 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 79 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 211 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି ।

ବରମୁଣ୍ଡା, ସତ୍ୟନଗର, ଚନ୍ଦ୍ରଶେଖରପୁରରୁ 11 ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ନୟାପଲ୍ଲୀ. ଲକ୍ଷ୍ମୀସାଗର ଓ ଓଲ୍ଡ ଟାଉନ୍‌ରୁ 10 ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରସୁଲଗଡରୁ 6ଜଣ, ଶହିଦ ନଗରରୁ 5ଜଣ, ୟୁନିଟ୍‌ 9ରୁ 3ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ଆଜି 352 ଜଣ ସୁସ୍ଥ ହୋଇଛନ୍ତି । ନୂତନ 290 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 25 ହଜାର 464ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 21 ହଜାର 897ଜଣ ସୁସ୍ଥ ହୋଇଥିବାବେଳେ 117ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 3 ହଜାର 429ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରୁ ଆଜି 2546 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ଭୁବନେଶ୍ବର :  ରାଜ୍ୟରେ ଆଜି  2ହଜାର 546କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1504ଜଣ ଚିହ୍ନଟ ହୋଇଥିବାବେଳେ 1042ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 52ହଜାର239କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 2 ଲକ୍ଷ 24 ହଜାର 273ଜଣ । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 26ହଜାର891ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 1006ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 2ହଜାର 546ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 410ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 208, ବାଲେଶ୍ବରରୁ 103, ବରଗଡରୁ 92, ଭଦ୍ରକରୁ 34, ବଲାଙ୍ଗିରରୁ 85,  ବୌଦ୍ଧରୁ 37, କଟକରୁ 134, ଦେବଗଡରୁ 14, ଢେଙ୍କାନାଳରୁ 25,  ଗଜପତିରୁ 10, ଗଞ୍ଜାମରୁ 34, ଜଗତସିଂହପୁରରୁ 86, ଯାଜପୁରରୁ 90, ଝାରସୁଗୁଡାରୁ 57, କଳାହାଣ୍ଡିରୁ 75, କନ୍ଧମାଳରୁ 49, କେନ୍ଦ୍ରାପଡାରୁ 75, କେଉଁଝରରୁ 43, କୋରାପୁଟରୁ 72, ମାଲକାନଗିରିରୁ 27,  ମୟୂରଭଞ୍ଜରୁ 120, ନବରଙ୍ଗପୁରରୁ 60, ନୟାଗଡରୁ 48, ନୂଆପଡାରୁ 88, ପୁରୀରୁ 70, ରାୟଗଡାରୁ 21,  ସମ୍ବଲପୁରରୁ 84, ସୋନପୁରରୁ 48, ସୁନ୍ଦରଗଡରୁ 161ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ 86ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।