ଜାତୀୟ ଖବର କୋଭିଡ ମୁକାବିଲା ପାଇଁ କେନ୍ଦ୍ର ସରକାର ଘୋଷଣା କଲେ ୬ ଲକ୍ଷ ୨୮,୯୯୩ କୋଟି ଟଙ୍କାର ପ୍ୟାକେଜ ନୂଆଦିଲ୍ଲୀ, କୋଭିଡ ମହାମାରୀ ବିରୋଧରେ ସଂଗ୍ରାମ ମଧ୍ୟରେ ଅର୍ଥନୀତିକୁ ପୁନର୍ଜୀବିତ କରିବା ପାଇଁ କେନ୍ଦ୍ର ସରକାର ଆଜି ୬,୨୮,୯୯୩ କୋଟି ଟଙ୍କାର ରିଲିଫ ପ୍ୟାକେଜ ଘୋଷଣା କରିଛନ୍ତି।…