ଆଜିର ଖବର ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ 20 ଲକ୍ଷ କୋଟି ଟଙ୍କା ଖର୍ଚ୍ଚର ରାସ୍ତା ଦେଖାଇବେ ନୂଆଦିଲ୍ଲୀ, ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି। ଏହି ସମ୍ମିଳନୀରେ ସେ ଘୋଷଣା ହୋଇଥିବା 20 ଲକ୍ଷ କୋଟି ଟଙ୍କା କିପରି…