ଆଜିର ଖବର ହ୍ୱାଟ୍ସଆପ୍ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ ବିଶ୍ୱର ସର୍ବାଧିକ ଲୋକପ୍ରିୟ ମେସେଜିଂ ଆପ୍ ହ୍ୱାଟ୍ସଆପ୍ରେ ଏକ ବଡ଼ ନେତୃତ୍ୱ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି। ରିପୋର୍ଟ ଅନୁସାରେ, ପ୍ରାୟ ସାତ ବର୍ଷ ଧରି…