ବିଶେଷ ଖବର ପାଠ୍ୟ ପୁସ୍ତକରେ ତ୍ରୁଟି: ସମଗ୍ର ପ୍ରକ୍ରିୟାର ହେବ ଅପରାଧିକ ତଦନ୍ତ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କରେ…