ଜାତୀୟ ଖବର ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସବୁ ସଚିବଙ୍କୁ ନେଇ ଜରୁରୀ ବୈଠକ କଲେ ମୁଖ୍ୟ ଶାସନ ସଚିବ ଭୁବନେଶ୍ବର: ଆଜି ସଚିବସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକର ପ୍ରାରମ୍ଭରେ ମୁଖ୍ୟ…