ଜାତୀୟ ଖବର କେନ୍ଦ୍ରୀୟ କର୍ମଚାରୀମାନଙ୍କ ପାଇଁ ଖୁସି ଖବର: ମହଙ୍ଗା ଭତ୍ତା ବୃଦ୍ଧି କଲେ ସରକାର ନୂଆଦିଲ୍ଲୀ: ଭାରତ ସରକାର ଆଜି କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ବଡ଼ ଖୁସି ଖବର ଦେଇଛନ୍ତି। ସୂଚନା ଅନୁଯାୟୀ, କେନ୍ଦ୍ର କ୍ୟାବିନେଟ କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ…