ବିଶେଷ ଖବର ବିଜେଡ଼ି ଓ ବିଜେପି- ବାପ ପୁଅ ରାଜନୀତିର ମହାନ ରାଜନୈତିକ ଟେଲି ଧାରାବାହିକ କେଦାର ମିଶ୍ର ପୁଅ କହୁଛନ୍ତି- ବାପା ବିଜେପି ରେ ଖୁସି ନାହାନ୍ତି। ମିଡ଼ିଆ ଅନୁମାନ କରୁଛି- ବାପା ବୋଧହୁଏ ବିଜେପି ଛାଡ଼ି ନିଜର ପୁରୁଣା ଦଳ ବିଜେଡ଼ି…