ଆଜିର ଖବର ବିଜେପିରେ ଯୋଗ ଦେବା ପାଇଁ ଦିଲ୍ଲୀ ଗଲେ ଦାମୋଦର ରାଉତ, ଛିଡା ହେବେ କି ନାହିଁ ପରେ ନେବେ ନିଷ୍ପତି ଶେଷରେ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିଜେପି ସହିତ ଡିଲ ଫାଇନାଲ ହେଲା। ସେଥିପାଇଁ ଆଜି ଦାମ ବିଜେପିରେ ଯୋଗ ଦେବା ପାଇଁ ନୁଆ ଦିଲ୍ଲୀ ଗସ୍ତ…