ଆଜିର ଖବର ଆଉ ଏକ ପ୍ରତିଶ୍ରୁତି ପୂରଣ କଲେ ରେଳମନ୍ତ୍ରୀ: କାଲିଠାରୁ ହେବ ସାନପଦର ପାସେଞ୍ଜର ହଲ୍ଟ ର କାର୍ଯ୍ୟ ଭୁବନେଶ୍ବର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଜାନୁଆରୀ 2024 ର ପ୍ରଥମ ସପ୍ତାହରେ ଦଶପଲ୍ଲା ଗସ୍ତ ସମୟରେ ସାନପଦର…