ଆଜିର ଖବର ଚାଇନା ମୋବାଇଲକୁ ପଛରେ ପକାଇ ରିଲାଏନ୍ସ ଜିଓ: ଡାଟା ବ୍ୟବହାରରେ ହେଲା ବିଶ୍ୱର ସର୍ବବୃହତ ମୋବାଇଲ୍ ଅପରେଟର ଭୁବନେଶ୍ୱର: ଭାରତୀୟ ଟେଲିକମ୍ କ୍ଷେତ୍ରରେ ନିଜର ଆଧିପତ୍ୟ ପ୍ରତିଷ୍ଠା କରିବା ପରେ ରିଲାଏନ୍ସ ଜିଓ ଡାଟା ବ୍ୟବହାର ଦୃଷ୍ଟିରୁ ଏକ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କରିଛି।…