ଆଜିର ଖବର ନିଟ୍ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ ଭୁବନେଶ୍ବର : ନିଟ୍ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ଚିଠି ଲେଖିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ…