ଆଜିର ଖବର ଦବିନ୍ଦର ସିଂ ମାମଲା : ସୋପିଆଁରେ ଏନ୍ଆଇଏର ଚଢାଉ ନୂଆଦିଲ୍ଲୀ : ଜମ୍ମୁ କାଶ୍ମୀରର ଡିଏସ୍ପି ଦବିନ୍ଦର ସିଂଙ୍କ ଆତଙ୍କମୀ ଲିଙ୍କ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍ଆଇଏ) ପକ୍ଷରୁ ଜମ୍ମୁ କାଶ୍ମୀରର ସୋପିଆଁରେ ଚଢାଉ କରାଯାଇଛି ।…