ଆଜିର ଖବର ବିପୁଳ ପରିମାଣର ବାଣ ଜବତ, ୪ ଗିରଫ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚଢାଉ କରି ପୋଲିସ ବିପୁଳ ପରିମାଣର ବେଆଇନ ବାଣ ଜବତ କରିଛନ୍ତି। ବଡ଼ବଜାର ପୋଲିସ…