ଆଜିର ଖବର ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କୁ ସୁପ୍ରିମ୍ କୋର୍ଟଙ୍କ ଝଟ୍କା, ହଟିଲା ଅନ୍ତରୀଣ ସୁରକ୍ଷା ଭୁବନେଶ୍ବର: ବହୁ ଚର୍ଚ୍ଚିତ ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆଇନଗତ ଅଡ଼ୁଆ ଆହୁରି ଜଟିଳ ହୋଇଛି।…