ଆଜିର ଖବର ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ସେତେବେଳେ ସେ ଓଡିଆରେ ନେଇଥିଲେ ଶପଥ ଭୁବନେଶ୍ବର: ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଯାଇଛି। ସେ ହେଉଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା। ସେ ପୁତ୍ର ଧର୍ମେନ୍ଦ୍ରଙ୍କ ନୂଆଦିଲ୍ଲୀ ବାସଭବନରେ…