ଜାତୀୟ ଖବର ସତ୍ୟ ନିକେତନ ବିଲ୍ଡିଂ ଭୁଶୁଡ଼ିବା ଘଟଣା: ୬କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଘଟିଥିବା ମର୍ମନ୍ତୁଦ ବହୁତଳ କୋଠା ଭୁଶୁଡ଼ିବା ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ମାଟିତଳୁ ଆଉ ଜଣଙ୍କ…