ଜାତୀୟ ଖବର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ ନୂଆଦିଲ୍ଲୀ: ଦିଲ୍ଲୀର ଏକ କୋର୍ଟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବିରୋଧରେ ଫୌଜଦାରୀ ମାନହାନି ମାମଲା ଖାରଜ କରି ତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି। ଆମ୍ ଆଦମୀ ପାର୍ଟି ନେତା…