ଜାତୀୟ ଖବର ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି? ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପ୍ରାୟ ୧୨,୦୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଦିଲ୍ଲୀ-ଡେରାଡୁନ୍ ଏକ୍ସପ୍ରେସୱେ ଉଦଘାଟନ କରିଛନ୍ତି। ଛଅ ଲେନ୍ ବିଶିଷ୍ଟ ୨୧୩ କିଲୋମିଟର…