ଜାତୀୟ ଖବର ସତ୍ୟ ନିକେତନ ଘଟଣାର ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ: ୫ MCD ଅଧିକାରୀ ନିଲମ୍ବିତ ନୂଆଦିଲ୍ଲୀ: ଦିଲ୍ଲୀର ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମହାନଗର ନିଗମ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। MCD କମିଶନରଙ୍କ ନିର୍ଦ୍ଦେଶରେ ଦକ୍ଷିଣ ଜୋନର ପାଞ୍ଚ…