ଆଜିର ଖବର ଦିଲ୍ଲୀରେ ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ!: ସରକାରଙ୍କଠାରୁ ମାଗିଲେ ଉତ୍ତର ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। କୋର୍ଟ କହିଛନ୍ତି ଯେ, ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ବଢ଼ିବାର ବଡ଼ କାରଣ ହେଉଛି ଯାନବାହନରୁ…