ଆଜିର ଖବର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ବୈଠକ: ଆଗାମୀ ଦିନରେ ଆହୁରି ଭଲ କାମ କରିବାକୁ ପରାମର୍ଶ ଭୁବନେଶ୍ୱର: ନୂଆବର୍ଷରୁ ମୁଖ୍ୟ ଶାସନ ସଚିବ ଭାବେ ନୂତନ କାର୍ଯ୍ୟଭାର ଗ୍ରହଣ କରିବାକୁ ଯାଉଛନ୍ତି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ।…