ଆଜିର ଖବର ଆସନ୍ତାକାଲି ଧାମନଗର ଉପନିର୍ବାଚନ ପ୍ରଚାରକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ଠାରୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀ ତଥା ବିରୋଧୀ…