ଆଜିର ଖବର ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ରାଜନୈତିକ ଉତ୍ତେଜନା ବଢ଼ିଛି। ଏହି ପ୍ରତିବାଦରେ ସାମିଲ ହେବାକୁ ଆସିଥିବା ଲୋକପ୍ରିୟ…