ଆଜିର ଖବର କାଲି ପ୍ରକାଶ ପାଇବ CBSE ବୋର୍ଡର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ!: ଜାଣନ୍ତୁ କିପରି ଯାଞ୍ଚ କରିବେ ରେଜଲ୍ଟ ନୂଆଦିଲ୍ଲୀ: ଦେଶବ୍ୟାପୀ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଅପେକ୍ଷାର ଅନ୍ତ ହେବାକୁ ଯାଉଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଖୁବ୍ଶୀଘ୍ର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ…