ଆଜିର ଖବର ଆଜି ମୁହାଁମୁହିଁ ହେବ ଭାରତ ଏବଂ ପାକିସ୍ତାନୀ କ୍ରିକେଟ୍ ଦଳ: ଜାଣନ୍ତୁ କେବେ ଓ କିପରି ଦେଖିବେ ଲାଇଭ୍ ଷ୍ଟ୍ରିମିଂ? ନୂଆଦିଲ୍ଲୀ: ଆଜି ଟିମ୍ ଇଣ୍ଡିଆ ଏବଂ ପାକିସ୍ତାନ ମଧ୍ୟରେ ଏକ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ହଂକଂ ସିକ୍ସେସ୍ ଟୁର୍ଣ୍ଣାମେଣ୍ଟରେ ଦୁଇ ଦଳ ପରସ୍ପର ସହିତ ମୁହାଁମୁହିଁ ହେବେ।…