ଆଜିର ଖବର କେକେଆର ଅଧିନାୟକ ପଦରୁ ଓହରିଲେ ଦୀନେଶ କାର୍ତ୍ତିକ ଦୁବାଇ: କେକେଆର ଅଧିନାୟକ ପଦରୁ ଓହରିଛନ୍ତି ଦୀନେଶ କାର୍ତ୍ତିକ ।କୋଲକାତା ନାଇଟ ରାଇଡର୍ସର ଅଧିନାୟକ ଦୀନେଶ କାର୍ତ୍ତିକ ଆଇପିଏଲ ମଧ୍ୟଭାଗରୁ ଅଧିନାୟକ ପଦରୁ ଓହରି ଯାଇଛନ୍ତି ।…